Exodus 38:27 — Compare Translations
5 translations compared side by side
Odia - 1840
"ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେହି ଏକଶହ ମହଣ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ମହଣ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ମହଣ ବ୍ୟୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ତାଳନ୍ତ ଲେଖାଏଁ ରୂପାରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହୋଇଥିଲା। 100 ଆଧାର ପାଇଁ 100 ତାଳନ୍ତ ବ୍ୟବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେହି ଏକଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ତାଳନ୍ତ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।