Exodus 38:28 — Compare Translations

5 translations compared side by side

Odia - 1840
"ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1,775 ଶକେଲ ରୂପା ରେ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ତାଳି ମଣ୍ତିତ ଓ ଛୁଞ୍ଚିଆରେ ସଂଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆଙ୍କଡ଼ା, ଛଡ଼ ଏବଂ ଖମ୍ବଗୁଡ଼ିକର ଅଗ୍ରଭାଗକୁ 1775 ଶେକଲ ରୂପାରେ ଆଚ୍ଛାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।