Exodus 38:29 — Compare Translations
5 translations compared side by side
Odia - 1840
"ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2,400 ଶକେଲ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନୈବେଦ୍ୟର ପିତ୍ତଳ ସତୁରି ମହଣ ଦୁଇ ସହସ୍ର ଚାରିଶହ ଶେକଲ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପିତ୍ତଳର ନୈବେଦ୍ୟ ସତୁରି ତାଳନ୍ତ 2400 ଶେକଲ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରିଶହ ଶେକଲ ଥିଲା।