Exodus 38:3 — Compare Translations

5 translations compared side by side

Odia - 1840
"ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ ଓ କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଯଜ୍ଞବେଦି ପାଇଁ ଦରକାରୀ ପିତ୍ତଳ ପାତ୍ର, ବେଲଗ୍ଭ, କରଚୁଲ୍ଲୀ, ଗରା, କଣ୍ଟା ଗ୍ଭମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।