Exodus 38:30 — Compare Translations

5 translations compared side by side

Odia - 1840
"ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ତାହା ଦ୍ଵାରା ସମାଗମ-ତମ୍ଵୁ ଦ୍ଵାରର ଚୁଙ୍ଗୀ ଓ ପିତ୍ତଳର ବେଦି ଓ ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେ ପିତ୍ତଳ ଦ୍ୱାର ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ ପିତ୍ତଳ ଯଜ୍ଞବେଦି ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ଯଜ୍ଞବେଦିର ସମସ୍ତ ପାତ୍ର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,