Exodus 38:31 — Compare Translations

5 translations compared side by side

Odia - 1840
"ପ୍ରାଙ୍ଗଣର ଚତୁଃପାଶର୍‌ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଚୁଙ୍ଗୀ ଓ ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖ ସକଳ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣର ଚତୁର୍ପାର୍ଶ୍ୱର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ୱାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରାଙ୍ଗଣର ଖିଲ ସବୁ ସେହି କଂସାରେ ନିର୍ମିତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।