Exodus 38:6 — Compare Translations
5 translations compared side by side
Odia - 1840
"ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଶିଟୀମ୍ କାଠରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସେହି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।