Exodus 38:7 — Compare Translations
5 translations compared side by side
Odia - 1840
"ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଦି ବହନାର୍ଥେ ତହିଁର ପାର୍ଶ୍ଵ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଦିଟିକୁ ବହିବା ପାଇଁ ସେ ଯଜ୍ଞବେଦି ପାର୍ଶ୍ୱରେ ଥିବା କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଲେ। ସେ ଯଜ୍ଞବେଦିଟିକୁ ଖାଲି ସିନ୍ଦୁକ ପରି ପଟାରେ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।