Exodus 38:8 — Compare Translations
5 translations compared side by side
Odia - 1840
"ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ଵୁର ଦ୍ଵାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ଵାରା ସେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀ ଲୋକମାନେ ଦେଇଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୁଖା ତିଆରି କଲେ। ସେହି ସ୍ତ୍ରୀଲୋକମାନେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।