Exodus 38:9 — Compare Translations

5 translations compared side by side

Odia - 1840
"ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍‌ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ଵରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଗ୍ଭରିପାଖର ଅଗଣା ଏହା ପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୋମସୂତ୍ରରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ।