Exodus 39:1 — Compare Translations

5 translations compared side by side

Odia - 1840
"କୁଶଳୀ କର୍ମୀମାନେ ନୀଳ, ଧୂମ୍ର ସିନ୍ଦୁର ବର୍ଣ ସୂତାଦ୍ବାରା ସମାନେେ ସ୍ବତନ୍ତ୍ର ଧରଣର ପୋଷାକ ତିଆରି କଲେ। ସହେି ବିଶଷେ ପୋଷାକ ଯାଜକମାନେ ଯେତବେେଳେ ସଦାପ୍ରଭୁଙ୍କର କର୍ମ କରିବେ, ସମାନେେ ସହେି ସମୟରେ ପିନ୍ଧିବେ। ସଦାପ୍ରଭୁ ମାଶାଙ୍କେ ଦ୍ବାରା ଦଇେଥିବା ଆଜ୍ଞା ଅନୁସାରେ ହାରୋଣ ପାଇଁ ସହେି ପବିତ୍ର ବସ୍ତ୍ର ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କର ବିଶେଷ ବସ୍ତ୍ର କୁଶଳୀ କର୍ମୀମାନେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ସୂତାଦ୍ୱାରା ସେମାନେ ସ୍ୱତନ୍ତ୍ର ଧରଣର ପୋଷାକ ତିଆରି କଲେ। ସେହି ବିଶେଷ ପୋଷାକ ଯାଜକମାନେ ଯେତେବେଳେ ସଦାପ୍ରଭୁଙ୍କର କର୍ମ କରିବେ, ସେମାନେ ସେହି ସମୟରେ ପିନ୍ଧିବେ। ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଦେଇଥିବା ଆଜ୍ଞା ଅନୁସାରେ ହାରୋଣ ପାଇଁ ସେହି ପବିତ୍ର ବସ୍ତ୍ର ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।