Exodus 39:13 — Compare Translations
5 translations compared side by side
Odia - 1840
"ଏବଂ ଚତୁର୍ଥ ପଂକ୍ତି ରେ ବୈଦୁର୍ୟ୍ଯ, ଗୋମଦେକ ମଣି, ସୂର୍ୟ୍ଯକାନ୍ତ ମଣି ଥିଲା। ଏହିସବୁ ମଣି ସ୍ବର୍ଣ୍ଣ ଧାର ରେ ବସାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକା; ମଣି ଥିଲା; ଏହିସବୁ ମଣି ସ୍ଵର୍ଣ୍ଣାଧାରରେ ବସାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।