Exodus 39:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ଲୋକମାନଙ୍କ ନାମ ଅନୁସାରେ ଦ୍ବାଦଶ ହେଲା। ପ୍ରେତ୍ୟକକ ମଣି ରେ ଇଶ୍ରାୟେଲର ଦ୍ବାଦଶ ପରିବାର ବର୍ଗର ଏକ ଏକ ନାମ ବିଚାରର୍ଥକ ବୁକୁପଟା ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ଵାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ଵାଦଶ ବଂଶର ଏକ ଏକ ନାମ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ଲୋକମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେଲା। ପ୍ରତ୍ୟେକ ମଣିରେ ଇସ୍ରାଏଲର ଦ୍ୱାଦଶ ପରିବାର ବର୍ଗର ଏକ ଏକ ନାମ ବିଗ୍ଭରର୍ଥକ ବୁକୁପଟା ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।