Exodus 39:15 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ଶୁଦ୍ଧ ସୁବର୍ଣ୍ଣ ରେ ହାର ତିଆରି କଲେ ଏବଂ ବିଚାରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ୟୋଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ଵାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ହାର ତିଆରି କଲେ ଏବଂ ବିଗ୍ଭରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ଯୋଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।