Exodus 39:16 — Compare Translations
5 translations compared side by side
Odia - 1840
"ଦୁଇ ସ୍ବର୍ଣ୍ଣଧାର ଓ ଦୁଇ ସ୍ବର୍ଣ୍ଣକଡା ନର୍ମାଣ କରି ବିଚାରାର୍ଥକ ବୁକପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲାଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ସ୍ଵର୍ଣ୍ଣାଧାରା ଓ ଦୁଇ ସ୍ଵର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ସ୍ୱର୍ଣ୍ଣଧାର ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବିଗ୍ଭରାର୍ଥକ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲାଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।