Exodus 39:18 — Compare Translations

5 translations compared side by side

Odia - 1840
"ମାଟେ ଜଞ୍ଜିରର ଦୁଇ ମଣ୍ଡ ଦୁଇ ଆଧାର ରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଦପଟି ଉପରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଟା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଦପଟି ଉପରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।