Exodus 39:19 — Compare Translations

5 translations compared side by side

Odia - 1840
"ସମାନେେ ଦୁଇ ସ୍ବର୍ଣ୍ଣକଡା ନିର୍ମାଣ କରି ବିଚାରର୍ଥକ ବୁକୁପଟାର ଦୁଇ ପ୍ରାନ୍ତ ରେ ଏଫୋଦ୍ର ସମ୍ମୁଖସ୍ଥ ଭିତର ଭାଗ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଦୁଇ ସ୍ଵର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବିଗ୍ଭରର୍ଥକ ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।