Exodus 39:2 — Compare Translations

5 translations compared side by side

Odia - 1840
"ସମାନେେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁର ବର୍ଣ୍ଣ ବଳା ଶୂଭ୍ର ଦ୍ବାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଫୋଦ ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ଶୂଭ୍ର ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।