Exodus 39:20 — Compare Translations
5 translations compared side by side
Odia - 1840
"ସମାନେେ ଆଉ ଦୁଇ ସ୍ବର୍ଣ୍ଣକଡା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟୀବନ୍ଧନ ଉପରେ ତାହା ଲଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆଉ ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟିବନ୍ଧନ ଉପରେ ତାହା ଲଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।