Exodus 39:21 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ଏକ ନୀଳ ରିବନ ଦ୍ବାରା ବୁକୁପଟାକୁ ଏଫୋଦ ରେ ଏପରି ଯତ୍ନପୂର୍ବକ ବାନ୍ଧିଲେ ଯେ, ତାହା ଯେପରି ଗଳି ନ ପଡେ, ତେଣୁ ବିଚାରାର୍ଥକ ବୁକୁପଟା ଏଫୋଦର କମରବନ୍ଧ ଉପରେ ସୁରକ୍ଷିତ ହାଇେ ରହିଲା। ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ଏହା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଏକ ନୀଳ ରିବନ ଦ୍ୱାରା ବୁକୁପଟାକୁ ଏଫୋଦରେ ଏପରି ଯତ୍ନପୂର୍ବକ ବାନ୍ଧିଲେ ଯେ, ତାହା ଯେପରି ଗଳି ନ ପଡ଼େ, ତେଣୁ ବିଗ୍ଭରାର୍ଥକ ବୁକୁପଟା ଏଫୋଦର କମରବନ୍ଧ ଉପରେ ସୁରକ୍ଷିତ ହୋଇ ରହିଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ଏହା କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।