Exodus 39:22 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ସଂପୂର୍ଣ୍ଣ ନୀଳବର୍ଣ୍ଣ ବସ୍ତ୍ର ରେ ଏଫୋଦର ଚୋଗା କଲେ। ଏହା ଏକ କୁଶଳୀ କର୍ମୀ ଦ୍ବାରା ବୁଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ପାଇଁ ଅନ୍ୟାନ୍ୟ ପୋଷାକ ଏହା ପରେ ସେମାନେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ବସ୍ତ୍ରରେ ଏଫୋଦର ଗ୍ଭେଗା କଲେ। ଏହା ଏକ କୁଶଳୀ କର୍ମୀ ଦ୍ୱାରା ବୁଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ।