Exodus 39:23 — Compare Translations
5 translations compared side by side
Odia - 1840
"ଚୋଗାର ମଧ୍ଯ ସ୍ଥଳ ରେ ସାଞ୍ଚୁଆର ଗଳଦେଶ ନ୍ଯାଯ ଛିଦ୍ର ଥିଲା। ତାହା ଯେପରି ଛିଣ୍ଡି ନୟାଏ, ଏଥିପାଇଁ ସହେି ଗଳାର ଚାରିପାଖ ରେ ବୁଣା କର୍ମ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚୋଗା ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ-ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ତି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭେଗାର ମଧ୍ୟସ୍ଥଳରେ ସାଞ୍ଚୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା। ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଗ୍ଭରିପାଖରେ ବୁଣା କର୍ମ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।