Exodus 39:24 — Compare Translations

5 translations compared side by side

Odia - 1840
"ସମାନେେ ଚୋଗାର ଅଞ୍ଚଳର ଚାରି ପାଖ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣ ବଳା ସୂତ୍ର ରେ ଡାଳିମ୍ବ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ଵ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗ୍ଭେଗାର ଅଞ୍ଚଳର ଗ୍ଭରି ପାଖରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।