Exodus 39:25 — Compare Translations

5 translations compared side by side

Odia - 1840
"ଆଉ ସମାନେେ ଡାଳିମ୍ବ ମଧିଅରେ ନିର୍ମଳ ସୁନା ଦ୍ବାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡେ ଡାଳିମ୍ବର ମଧିଅରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଡାଳିମ୍ଵ ମଧ୍ୟରେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ଵର ମଧ୍ୟେ ମଧ୍ୟେ ରଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସୁନା ଦ୍ୱାରା ଘଣ୍ଟି କରି ଗ୍ଭେଗା ଅଞ୍ଚଳର ଗ୍ଭରିଆଡ଼େ ଡାଳିମ୍ବର ମଧ୍ୟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;