Exodus 39:26 — Compare Translations
5 translations compared side by side
Odia - 1840
"ଉପାସନା ଚୋଗାର ଧଡି ରେ ସମାନେେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ, ଏହିରୂପେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉପାସନା ଗ୍ଭେଗାର ଧଡ଼ିରେ ସେମାନେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ।