Exodus 39:27 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ସୂକ୍ଷ୍ମ କ୍ଷୋମ ସୂତ୍ର ଦ୍ବାରା ତନ୍ତୁବାଯ ନିର୍ମିତ ଜାମା ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ତନ୍ତୁବାୟ ନିର୍ମିତ ଜାମା
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ସୂକ୍ଷ୍ମ କ୍ଷୋମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା