Exodus 39:28 — Compare Translations
5 translations compared side by side
Odia - 1840
"ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡି ଓ ସୂକ୍ଷ୍ମ କ୍ଷୋମ ସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଲ ଜଙ୍ଘିଆ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଶୁଭ୍ର କ୍ଷୌମସୂତ୍ରନିର୍ମିତ ପାଗ ଓ ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡ଼ି ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡ଼ି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।