Exodus 39:29 — Compare Translations

5 translations compared side by side

Odia - 1840
"ସମାନେେ ନୀଳ, ବାଇଗଣୀ, ଲାଲ ରଂଗର ସୂତ୍ର ରେ ଝାଲରେି କାର୍ୟ୍ଯ ଦ୍ବାରା ଏକ କଟୀବନ୍ଧନ ପ୍ରସ୍ତୁତ କଲେ। ସଦାପ୍ରଭୁଙ୍କର ମାଶାଙ୍କେ ପ୍ରତି ଆଜ୍ଞାନୁସା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବଳା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତ୍ରରେ ଝାଲେରି କାର୍ଯ୍ୟ ଦ୍ୱାରା ଏକ କଟିବନ୍ଧନ ପ୍ରସ୍ତୁତ କଲେ। ସଦାପ୍ରଭୁଙ୍କର ମୋଶାଙ୍କ ପ୍ରତି ଆଜ୍ଞାନୁସାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।