Exodus 39:3 — Compare Translations

5 translations compared side by side

Odia - 1840
"ସମାନେେ ନୀଳ, ବାଇଗଣୀ ଓ ଲାଲ ରଂଗର ସୂତା ରେ ଝାଲରେି ବୁଣିବା ପାଇଁ ସମାନେେ ସୁବର୍ଣ୍ଣକୁ ପିଟିଲେ ଓ କାଟି େଛାଟ ସୂତା ରେ ପରିଣତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସେମାନେ ସ୍ଵର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ଵାରା ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନୀଳ, ବାଇଗଣୀ ଓ ଲାଲ ରଙ୍ଗର ସୂତାରେ ଝାଲେରି ବୁଣିବା ପାଇଁ ସେମାନେ ସୁବର୍ଣ୍ଣକୁ ପିଟିଲେ ଓ କାଟି ଛୋଟ ସୂତାରେ ପରିଣତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।