Exodus 39:30 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ଶୁଦ୍ଧ ସୁବର୍ଣ୍ଣ ରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ଖାଦେିତ ସଦାପ୍ରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଏହା ଏକ ମାହେର ପରି ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଏହା ଏକ ମୋହର ପରି ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।