Exodus 39:31 — Compare Translations

5 translations compared side by side

Odia - 1840
"ଏହା ପଗଡି ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ର ରେ ବାନ୍ଧିଲେ। ସଦାପ୍ରଭୁଙ୍କ ମାଶାଙ୍କେ ପ୍ରତି ଆଜ୍ଞାନୁସା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଊର୍ଦ୍ଧ୍ଵରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପଗଡ଼ି ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।