Exodus 39:32 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ୟ୍ଯ ଇଶ୍ରାୟେଲ ଲୋକମାନଙ୍କ ସମାପ୍ତ ହେଲା। ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ସମସ୍ତ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସମାଗମ-ତମ୍ଵୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପବିତ୍ର ତମ୍ବୁକୁ ପରିଦର୍ଶନ କଲେ ସମାଗମ-ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ଯ୍ୟ ଇସ୍ରାଏଲ ଲୋକମାନଙ୍କ ସମାପ୍ତ ହେଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ସମସ୍ତ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।