Exodus 39:33 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ମାଶାଙ୍କେୁ ପବିତ୍ର ତମ୍ବୁ ଦଖାଇେଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍, ତମ୍ଵୁ ଓ ତହିଁର ସକଳ ପାତ୍ର, ଘୁଣ୍ତି, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;