Exodus 39:34 — Compare Translations

5 translations compared side by side

Odia - 1840
"ନାଲି ରଂଗ ରେ ରଂଜିତ ମଷେ ଚର୍ମ ରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ନାଲି ରଙ୍ଗରେ ରଂଜିତ ମେଷ ଚର୍ମରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;