Exodus 39:37 — Compare Translations

5 translations compared side by side

Odia - 1840
"ଶୁଦ୍ଧ ସୁବର୍ଣ୍ଣର ଦ୍ବୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
Odia Bible ERV 2004 (ପବିତ୍ର ବାଇବଲ)
ଶୁଦ୍ଧ ସୁବର୍ଣ୍ଣର ଦ୍ୱୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈଳ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
Odia IRV 2017 (ଓଡିଆ ବାଇବେଲ)
ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;