Exodus 39:38 — Compare Translations
5 translations compared side by side
Odia - 1840
"ସ୍ବର୍ଣ୍ଣମଯ ୟଜ୍ଞବଦେୀ, ଅଭିଷକୋର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ବାର ନିମନ୍ତେ ପରଦା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସ୍ଵର୍ଣ୍ଣମୟ ବେଦି ଓ ଅଭିଷେକାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧିଦ୍ରବ୍ୟ ଓ ତମ୍ଵୁ-ଦ୍ଵାରର ଆଚ୍ଛାଦନବସ୍ତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଣ୍ଣମୟ ଯଜ୍ଞବେଦି, ଅଭିଷେକାର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ୱାର ନିମନ୍ତେ ପରଦା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
Odia IRV 2017 (ଓଡିଆ ବାଇବେଲ)
ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;