Exodus 39:4 — Compare Translations
5 translations compared side by side
Odia - 1840
"ସମାନେେ ଏଫୋଦ୍ ପାଇଁ ସ୍କନ୍ଦ ପଟି ତିଆରି କଲେ। ଏହାପରେ ସମାନେେ ପ୍ରେତ୍ୟକକର କାନିକୁ ଏଫୋଦ୍ର ଦୁଇ ମୁଣ୍ଡ ସହିତ ୟୋଡ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ତରେ ପରସ୍ପର ଯୋଡ଼ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏଫୋଦ ପାଇଁ ସ୍କନ୍ଦ ପଟି ତିଆରି କଲେ। ଏହା ପରେ ସେମାନେ ପ୍ରତ୍ୟେକର କାନିକୁ ଏଫୋଦର ଦୁଇ ମୁଣ୍ଡ ସହିତ ଯୋଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।