Exodus 39:40 — Compare Translations
5 translations compared side by side
Odia - 1840
"ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଆଧାର ଓ ପ୍ରାଙ୍ଗଣ ଦ୍ବାରର ପରଦା ତହିଁର ରଜ୍ଜୁ ଓ ଖିଲ ଓ ସମାଗମ ତମ୍ବୁ ନିମନ୍ତେ ବ୍ଯବହୃତ ହେଉଥିବା ସମସ୍ତ ଆସବାବ ପତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର, ତହିଁର ରଜ୍ଜ୍ଵୁ ଓ ମେଖ ଓ ସମାଗମ-ତମ୍ଵୁ ନିମନ୍ତେ ଆବାସର କାର୍ଯ୍ୟସମ୍ଵନ୍ଧୀୟ ସକଳ ପାତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଆଧାର ଓ ପ୍ରାଙ୍ଗଣ ଦ୍ୱାରର ପରଦା ତହିଁର ରଜ୍ଜୁ ଓ ଖିଲ ଓ ସମାଗମ-ତମ୍ବୁ ନିମନ୍ତେ ବ୍ୟବହୃତ ହେଉଥିବା ସମସ୍ତ ଆସବାବ ପତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;