Exodus 39:41 — Compare Translations
5 translations compared side by side
Odia - 1840
"ଯାଜକ ରୂପେ ସବୋ କଲା ବେଳେ ହାରୋଣ ଓ ତାଙ୍କର ପୁତ୍ରମାନେ ଯେଉଁ ସୁଶୋଭିତ ଚୋଗା ପରିଧାନ କରିଥିଲେ ତାହା ସମାନେେ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ଵନ୍ଧୀୟ ବସ୍ତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ରୂପେ ସେବା କଲାବେଳେ ହାରୋଣ ଓ ତାଙ୍କର ପୁତ୍ରମାନେ ଯେଉଁ ସୁଶୋଭିତ ଗ୍ଭେଗା ପରିଧାନ କରିଥିଲେ ତାହା ସେମାନେ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,