Exodus 39:42 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଏହିପରି କାର୍ୟ୍ଯମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମାଶାଙ୍କେୁ ଆଜ୍ଞା ଦଇେଥିଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।