Exodus 39:43 — Compare Translations
5 translations compared side by side
Odia - 1840
"ମାଶାେ ସହେି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷପେ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡିକ ଠିକ୍ ଭାବରେ ହାଇେଥିଲା। ତେଣୁ ମାଶାେ ସମାନଙ୍କେୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେହି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷେପ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡ଼ିକ ଠିକ୍ ଭାବରେ ହୋଇଥିଲା। ତେଣୁ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)