Exodus 39:5 — Compare Translations
5 translations compared side by side
Odia - 1840
"ସମାନେେ କଟୀବନ୍ଧନୀ ବୁଣିଲେ ଏଫୋଦ୍ ରେ ବାନ୍ଧିଲେ। ଯେପରି ଏଫୋଦ୍ ତିଆରି ହାଇେଥିଲା, ସହେିପରି ଏହାକୁ ତିଆରି କରାଗଲା। ତାହା ମଧ୍ଯ ସହେି କର୍ମ ଅନୁସାରେ ସୁବର୍ଣ୍ଣ ଦ୍ବାରା ନୀଳ, ବାଇଗଣୀ ଓ ଲାଲ ରଂଗ ରେ ସୂକ୍ଷ୍ମ କ୍ଷୋମସୂତ୍ର ଦ୍ବାରା ତିଆରି କଲେ ଯେପରି ସଦାପ୍ରଭୁ ମାଶାଙ୍କେୁ କରିବା ପାଇଁ ଆଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିର୍ମିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କଟିବନ୍ଧନୀ ବୁଣିଲେ ଏଫୋଦରେ ବାନ୍ଧିଲେ। ଯେପରି ଏଫୋଦ ତିଆରି ହୋଇଥିଲା, ସେହିପରି ଏହାକୁ ତିଆରି କରାଗଲା। ତାହା ମଧ୍ୟ ସେହି କର୍ମ ଅନୁସାରେ ସୁବର୍ଣ୍ଣ ଦ୍ୱାରା ନୀଳ, ବାଇଗଣୀ ଓ ଲାଲ ରଙ୍ଗରେ ସୂକ୍ଷ୍ମ କ୍ଷୋମସୂତ୍ର ଦ୍ୱାରା ତିଆରି କଲେ ଯେପରି ସଦାପ୍ରଭୁ ମୋଶାଙ୍କୁ କରିବା ପାଇଁ ଆଜ୍ଞା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।