Exodus 39:6 — Compare Translations

5 translations compared side by side

Odia - 1840
"କର୍ମୀଗଣ ଏଫୋଦ ରେ ଗୋମଦେକ ମଣିକୁ ସୁନା ରେ ଖଚିତ କରି ବ୍ଯବହାର କଲେ। ସହେି ମଣି ରେ ଇଶ୍ରାୟେଲ ସନ୍ତାନମାନଙ୍କର ନାମ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ଵର୍ଣ୍ଣା-ଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କର୍ମୀଗଣ ଏଫୋଦରେ ଗୋମେଦକ ମଣିକୁ ସୁନାରେ ଖଚିତ କରି ବ୍ୟବହାର କଲେ। ସେହି ମଣିରେ ଇସ୍ରାଏଲ ସନ୍ତାନମାନଙ୍କର ନାମ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।