Exodus 39:7 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ସଦାପ୍ରଭୁଙ୍କର ମାଶାଙ୍କେୁ ଆଜ୍ଞା ଅନୁସାରେ ଏଫୋଦର ଦୁଇ ସ୍କନ୍ଦପଟି ଉପରେ ଇଶ୍ରାୟେଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ସଦାପ୍ରଭୁଙ୍କର ମୋଶାଙ୍କୁ ଆଜ୍ଞା ଅନୁସାରେ ଏଫୋଦର ଦୁଇ ସ୍କନ୍ଦପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।