Exodus 39:8 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ବୁକୁପଟା ପ୍ରସ୍ତୁତ କଲେ। ଏହି କର୍ମ କୁଶଳ କାରୀଗରମାନଙ୍କର ଥିଲା। ଏହା ଠିକ୍ ଏଫୋଦ୍ ପରି ଥିଲା। ଏହା ସୁବର୍ଣ୍ଣ ନୀଳଧୂମ୍ର ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ଦ୍ବାରା ତିଆରି କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରାର୍ଥକ ବୁକୁପଟା ଏହା ପରେ ସେମାନେ ବୁକୁପଟା ପ୍ରସ୍ତୁତ କଲେ। ଏହି କର୍ମ କୁଶଳୀ କାରୀଗରମାନଙ୍କର ଥିଲା। ଏହା ଠିକ୍ ଏଫୋଦ ପରି ଥିଲା। ଏହା ସୁବର୍ଣ୍ଣ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମସୂତ୍ର ଦ୍ୱାରା ତିଆରି କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।