Exodus 4:1 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ପରମେଶ୍ବରଙ୍କୁ ଉତ୍ତର ଦେଲେ, କିନ୍ତୁ ଇଶ୍ରାୟେଲର ଲୋକମାନେ ମାେତେ ବିଶ୍ବାସ କରିବେ ନାହିଁ, ଯେତବେେଳେ ତୁମ୍ଭେ ମାେତେ ପଠାଇଛ ବୋଲି ମୁଁ କହିବି। ସମାନେେ କହିବେ, 'ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦଇେ ନାହାଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ଉତ୍ତର କଲେ, ଦେଖନ୍ତୁ, ସେମାନେ ମୋତେ ପ୍ରତ୍ୟୟ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ପାଇଁ ପ୍ରମାଣ ଏହା ପରେ ମୋଶା ପରମେଶ୍ୱରଙ୍କୁ ଉତ୍ତର ଦେଲେ, “କିନ୍ତୁ ଇସ୍ରାଏଲର ଲୋକମାନେ ମୋତେ ବିଶ୍ୱାସ କରିବେ ନାହିଁ, ଯେତେବେଳେ ତୁମ୍ଭେ ମୋତେ ପଠାଇଛ ବୋଲି ମୁଁ କହିବି। ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?”