Exodus 4:11 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ଯର ମୁଖ କିଏ ନିର୍ମାଣ କରିଛି? ମନୁଷ୍ଯକୁ କିଏ ମୁକ ବା ବଧିର କରେ? ମନୁଷ୍ଯକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ଯକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସହେି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସହେି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ତାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଛି? ମନୁଷ୍ୟକୁ କିଏ ମୁକ ବା ବଧିର କରେ? ମନୁଷ୍ୟକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ୟକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସେହି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସେହି ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?