Exodus 4:12 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ୟାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହାଇେ ବକ୍ତବ୍ଯର କଥା ତୁମ୍ଭକୁ ଶିଖାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଯାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହୋଇ ବକ୍ତବ୍ୟର କଥା ତୁମ୍ଭକୁ ଶିଖାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”