Exodus 4:13 — Compare Translations

5 translations compared side by side

Odia - 1840
"କିନ୍ତୁ ମାଶାେ କହିଲେ, ହେ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ବିନଯ କରୁଅଛି ମାେତେ ନ ପଠାଇ ଅନ୍ୟ ଜଣଙ୍କୁ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ଵାରା ପଠାଇବାର ହୁଏ, ତାହା ଦ୍ଵାରା ପଠାନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା କହିଲେ, “ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ବିନୟ କରୁଅଛି ମୋତେ ନ ପଠାଇ ଅନ୍ୟ ଜଣକୁ ପଠାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”