Exodus 4:14 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ କୋର୍ଧ ରେ ମାଶାଙ୍କେୁ କହିଲେ, ଉତ୍ତମ! ତୁମ୍ଭକୁ ସାହାୟ୍ଯ ପାଇଁ ମୁଁ ଅନ୍ୟ ଜଣକୁ ପଠାଇବି। ତୁମ୍ଭର ଭାଇ, ଲବେୀୟ ହାରୋଣ ଜଣେ ସୁବକ୍ତା ଅଟେ। ସେ ତୁମ୍ଭକୁ ସାକ୍ଷାତ କରିବାକୁ ଆସୁଅଛି। ସେ ତୁମ୍ଭକୁ ଦେଖି ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତେଣୁ ସେ କହିଲେ, ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା । ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କ୍ରୋଧରେ ମୋଶାଙ୍କୁ କହିଲେ, “ଉତ୍ତମ! ତୁମ୍ଭର ସାହାଯ୍ୟ ପାଇଁ ମୁଁ ଅନ୍ୟ ଜଣକୁ ପଠାଇବି। ତୁମ୍ଭର ଭାଇ, ଲେବୀୟ ହାରୋଣ ଜଣେ ସୁବକ୍ତା ଅଟେ। ସେ ତୁମ୍ଭକୁ ସାକ୍ଷାତ କରିବାକୁ ଆସୁଅଛି। ସେ ତୁମ୍ଭକୁ ଦେଖି ଆନନ୍ଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)